ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଶାଳନ୍ଦୀ କେନାଲ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀମନ୍ତ ସେଠୀଙ୍କ ସରକାରୀ ବାସଭବନ ଓ ଅଫିସରେ ରେଡ କରାଯାଇଛି । ଏହାସହିତ ବାଲେଶ୍ୱରରେ ପୈତୃକ ଘର ଓ ଶ୍ୱଶୁର ଘରେ ବି ଚାଲିଛି ରେଡ । ୫ ଲକ୍ଷ ଟଙ୍କା ଶଳାଙ୍କୁ ଦେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଆୟବର୍ହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……