ରିପୋର୍ଟ କାର୍ଡ / ଭଦ୍ରକ
ଭଦ୍ରକ ଶାଳନ୍ଦୀ କେନାଲ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀମନ୍ତ ସେଠୀଙ୍କ ସରକାରୀ ବାସଭବନ ଓ ଅଫିସରେ ରେଡ କରାଯାଇଛି । ଏହାସହିତ ବାଲେଶ୍ୱରରେ ପୈତୃକ ଘର ଓ ଶ୍ୱଶୁର ଘରେ ବି ଚାଲିଛି ରେଡ । ୫ ଲକ୍ଷ ଟଙ୍କା ଶଳାଙ୍କୁ ଦେଉଥିବା ବେଳେ ଧରିଥିଲା ଭିଜିଲାନ୍ସ । ଆୟବର୍ହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..