ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ | ବାଲେଶ୍ୱର ଜିଲ୍ଲାର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି । ବାଲେଶ୍ୱରର ପୂର୍ତ୍ତ ଡିଜିଜନ-୨ର ସହକାରୀ ଯନ୍ତ୍ରୀ ଭାବେ ଅଜୟ କାର୍ଯ୍ୟ କରୁଥିଲେ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ କରାଯାଇଛି । ଅଜୟଙ୍କର ବାଲେଶ୍ୱର, ପୁରୀ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି ।






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..