ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘରରେ ଭିଜିଲାନ୍ସ ଚଢଉ କରିଛି। ଆଜି ସକାଳୁ ଓଡ଼ିଶା ଭିଜିଲାନ୍ସ ଟିମ୍ ୫ଟି ସ୍ଥାନରେ ଚଢଉ କରିଛନ୍ତି। ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଓଡ଼ିଶା ଭିଜିଲାନ୍ସର ୨ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଚଢଉ କରାଯାଉଛି। ଭୁବନେଶ୍ୱର ସ୍ୱତନ୍ତ୍ର ଜଜ୍, ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ଅନୁସନ୍ଧାନ ଚାଲିଛି।
More Stories
ଇସ୍ରାଏଲ ଉପରେ ପରମାଣୁ ବୋମା ପକାଇବ ପାକିସ୍ତାନ….
ଶିଶୁ ବାଟିକାରୁ ଦଶମ ୨୦ରୁ ମଧ୍ୟାହ୍ନ ଭୋଜନ…..
ଝାଡାବାନ୍ତି ପାଇଁ ସବୁ ଜିଲ୍ଲାକୁ ଆଲର୍ଟର ରହିବାକୁ ନିର୍ଦ୍ଦେଶ…..