ରିପୋର୍ଟ କାର୍ଡ / ଭୁବନେଶ୍ବର
ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର ମୁଖ୍ୟଯନ୍ତ୍ରୀଙ୍କ କିରାଣୀ ଶୁଭକାନ୍ତ ସ୍ବାଇଁ। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଶୁଭକାନ୍ତଙ୍କର ତିନୋଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । କାର୍ଯ୍ୟାଳୟରୁ ୧୪ ହଜାର ୯୯୦ ଟଙ୍କା ବାହାରିଛି। ଏବେବି ଅନେକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରିରଖିଛି |






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….