ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଅବକାରୀ ବିଭାଗର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଅଫିସର ଠାରୁ ଆରମ୍ଭ କରି ବାସଭବନ ସହ ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ସମେତ ଘର ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଚଢାଉରେ ୧୦ଜଣ ଡିଏସପି, ୧୫ଜଣ ଇନ୍ସପେକ୍ଟରଙ୍କ ସହ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।






More Stories
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..
ଯାତ୍ରୀଙ୍କୁ ପିଟିଲେ ପାଇଲଟ…..