Report Card Odisha

| Daily Odia News

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼…..

ରିପୋର୍ଟ କାର୍ଡ / ଗଂଜାମ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରସନ୍ନଙ୍କ ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ, ଭଞ୍ଜନଗରର ଆଖପାଖରେ ଥିବା ୬ଟି ସ୍ଥାନ ଓ ବ୍ରହ୍ମପୁରରେ ଥିବା ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରସନ୍ନ ଆୟ ବର୍ହିଭୂତ ସମ୍ପତ୍ତି ଠୁଲ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି। ବ୍ରହ୍ମପୁର ଓ ଫୁଲବାଣୀର ଭିଜିଲାନ୍ସ କର୍ମଚାରୀମାନେ ଏହି ଚଢାଉରେ ସାମିଲ ହୋଇଛନ୍ତି ।

Breaking News