ରିପୋର୍ଟ କାର୍ଡ / ବାଲେଶ୍ବର
ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ଉ କରିଛି। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ ହେଉଥିବା ଜଣାପଡିଛି। ସୂଚନା ଅନୁସାରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ମୁଖ୍ୟଯନ୍ତ୍ରୀଙ୍କ ବ୍ରହ୍ମପୁର ପୈତୃକ ଘର, ଭୁବନେଶ୍ୱର, ଫୁଲବାଣୀ, କେଉଁଝର ଏବଂ ବାଲେଶ୍ୱର ସମେତ ୧୧ଟି ଜାଗାରେ ଏକା ବେଳେ ଚଢଉ ଜାରି ରଖିଛି ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……