ରିପୋର୍ଟ କାର୍ଡ / ଭୁବନେଶ୍ଵର
ଉପ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଟିମ୍ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିବା ସୂଚନା ମିଳିଛି | ଏହି ଚଢ଼ାଉରେ ୧୦ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..