ରିପୋର୍ଟ କାର୍ଡ / କେନ୍ଦୁଝର
ଭିଜିଲାନ୍ସ ଜାଲରେ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଯାଜପୁର ଏବଂ କେନ୍ଦୁଝର ସମେତ ୭ଟି ଜାଗାରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ସ୍ୱତନ୍ତ୍ର ଜଜ୍ ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ଉରେ ୫ ଜଣ ଡିଏସପି,୫ ଇନ୍ସପେକ୍ଟର, ୮ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି | ଭୁବନେଶ୍ୱର, କେନ୍ଦୁଝର, ଭବାନୀପାଟଣା ଏବଂ ଯାଜପୁରର ନିମ୍ନଲିଖିତ ସ୍ଥାନଗୁଡ଼ିକରେ ଏକକାଳୀନ ଚଢ଼ଉ ଜାରି ରହିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……