ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆର ଆଣ୍ଡ ବିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘର ସମେତ କଟକ, ଭୁବନେଶ୍ବର ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ ଚାଲିଛି। ସୂଚନା ଅନୁଯାୟୀ, କଟକ ଜିଲ୍ଲା ତିଗିରିଆରେ ଥିବା ପୈତୃକ ଘର, ରାଜଧାନୀ ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍, ଖଣ୍ଡଗିରିର ଏକ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍ ଏବଂ ଝାରସୁଗୁଡ଼ାର ଆଶିଆନା ଆପାର୍ଟମେଣ୍ଟରେ ଥିବା ତିନିଟି ଫ୍ଲାଟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..