ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ରେମୁଣାସ୍ଥିତ ଅଫିସ ଚାମ୍ବର ସମେତ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୩ଟି ଏବଂ ବାଲେଶ୍ୱରରେ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..