ରିପୋର୍ଟ କାର୍ଡ / ବରଗଡ଼
ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି | ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି | ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି | ସମ୍ବଲପୁର, ବରଗଡ଼ ଓ ସୋନପୁରର ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଛନ୍ତି |






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..