Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ହିନ୍ଦୋଳ ଏସଡିପିଓ…..

ରିପୋର୍ଟ କାର୍ଡ / ଢ଼େଙ୍କାନାଳ

ଭିଜିଲାନ୍ସ ଜାଲରେ ହିନ୍ଦୋଳ ଏସଡିପିଓ । ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏସଡିପିଓ ମଳୟ ନାୟକଙ୍କୁ ଭିଜିଲାନ୍ସ ଧରିଛି। କାରନ୍ଦା ଛକରେ ଲାଞ୍ଚ ନେଉଥିବା ତାଙ୍କୁ କଟକ ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଜଣେ ପଥର ଖଣି ଲିଜଧାରୀଙ୍କଠାରୁ ଲାଞ୍ଚ ନେଉଥିବା ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ପଥର ଗାଡ଼ି ପାସ୍ କରାଇବା ପାଇଁ ଲାଞ୍ଚ ନେବା ବେଳେ ମାଡ଼ିବସିଥିଲା ଭିଜିଲାନ୍ସ ଟିମ ।

Breaking News