ରିପୋର୍ଟ କାର୍ଡ / ଜୟପୁର
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ଵନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଉଛି। ବିଶ୍ଵନାଥଙ୍କ ଭଡା ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି। ସେ ପୌରପାଳିକାର ଯନ୍ତ୍ରୀ ଦାୟିତ୍ଵରେ ମଧ୍ୟ ଅଛନ୍ତି । ଭିଜିଲାନ୍ସ ବିଭାଗ ର ୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି , ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..