ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍ ମହାପାତ୍ରଙ୍କ ଘରେ ଚଢ଼ାଉ ଜାରିରହିଛି । ପୈତୃକ ବାସଭବନ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱରର ନୟାପଲ୍ଲୀ, ବାଲିଅନ୍ତା, ଜଗତସିଂହପୁରର ଜଡ଼ାତିରା, ରଘୁନାଥପୁର ପୈତୃକ ବାସଭବନରେ ରେଡ୍ କରାଯାଇଛି । ତେବେ ଲଗାତର ଦୁଇଦିନ ହେବ ଭିଜିଲାନ୍ସ ସକ୍ରିୟ ରହିଛି । ପୂର୍ବରୁ ଜଣେ ଆଇଆଇସି ଓ ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ ।
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……
ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……