ରିପୋର୍ଟ କାର୍ଡ / ସମ୍ବଲପୁର
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ଓ କାର୍ଯ୍ୟଳୟ ସମେତ ୯ଟି ସ୍ଥାନରେ ଚଢ଼ାଉ କରିଛି । ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ଯାଞ୍ଚ କରାଯାଇଛି। ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।






More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……