ରିପୋର୍ଟ କାର୍ଡ / ନବରଙ୍ଗପୁର
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି | ଗଙ୍ଗାଙ୍କ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ପୈତୃକ ଘରେ, ନବରଙ୍ଗପୁର ସ୍ଥିତ ଡି ଏସ୍-ଥ୍ରୀ ସିନେମା ହଲ ନିକଟରେ ଥିବା ଭଡ଼ା ଘରେ ଓ ଅଫିସ ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ଭିଜିଲାନ୍ସ ବିଭାଗର ୫ଟିମ୍ ସାମିଲ ହୋଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..