ରିପୋର୍ଟ କାର୍ଡ / ବ୍ରହ୍ମହପୁର
ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ କରିଛି । ଯନ୍ତ୍ରୀଙ୍କ ବ୍ରହ୍ମପୁର ଆମ୍ବପୁଅ ସ୍ଥିତ କାର୍ଯ୍ୟାଳୟ ସମେତ, ବ୍ରହ୍ମପୁର ଗଜପତି ନଗର ୮ମ ଲାଇନ ସ୍ଥିତ ୪ ମହଲା କୋଠା, ୧୧ ଲାଇନ ସ୍ଥିତ ୫ ମହଲା କୋଠା, ଭୁବନେଶ୍ୱର ଏମସ ନଗର ୩ୟ ଲାଇନ ସ୍ଥିତ ୪ ମହଲା କୋଠା, ଛତ୍ରପୁର ପୁତବଗଡ଼ ସ୍ଥିତ ପୈତୃକ ବାସଭବନରେ ଏକକାଳୀନ ଚଢଉ ଜାରି ରହିଛି । ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍ପି, ୪ ଡିଏସପି, ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ଯନ୍ତ୍ରୀଙ୍କ ଘରୁ ନଗଦ ଘରୁ ନଗଦ ୧୬.୭୦ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଚଢାଉ ଜାରି ରହିଥିବା ସୂଚନା ମିଳିଛି |
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..