Report Card Odisha

| Daily Odia News

ଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ରେଡ଼…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୋଲିସ ଏସଆଇ ଘରେ ଭିଜିଲାନ୍ସ ରେଡ଼ କରିଛି | ଆଜି ସକାଳୁ ତମାଣ୍ଡୋ ଥାନା ଏସ ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରିରଖିଛି । ସୂଚନା ଅନୁଯାୟୀ, ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ରାଜଧାନୀର ପାଇକନଗରରେ ଥିବା ତାଙ୍କର ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନାର ନଛିପୁରରେ ଥିବା ପୈତୃକ ବାସଭବନ ଓ ତମାଣ୍ଡୋ ଥାନାର ଅଫିସରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ।

Breaking News