ରିପୋର୍ଟ କାର୍ଡ / ବଲାଙ୍ଗୀର
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଭୂତତ୍ତ୍ଵବିତ୍(ଜିଓଲୋଜିଷ୍ଟ)। ବଲାଙ୍ଗୀର ଜିଲ୍ଲର ଭୂତଳ ଜଳ ବିଭାଗରେ କାର୍ଯ୍ୟରତ ଜିଓଲୋଜିଷ୍ଟ ହେଉଛନ୍ତି ଅସୀମ ଅଂଶୁମାନ ନାୟକ। ସେ ବୁଧବାର ଜଣେ ବ୍ୟକ୍ତିଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଏହା ପରେ ଭିଜିଲାନ୍ସ ଅଧିକାରୀମାନେ ସମ୍ବଲପୁର ଏବଂ ବଲାଙ୍ଗୀର ଜିଲାର ବିଭିନ୍ନବି ଠିକଣାରେ ଚଢ଼ାଉ ଆରମ୍ଭ କରିଦେଇଛନ୍ତି। ବିଶେଷକରି ନାୟକଙ୍କ କାର୍ଯ୍ୟାଳୟ ଏବଂ ଶତାବ୍ଦୀନଗରସ୍ଥିତ ଘରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..