Report Card Odisha

| Daily Odia News

ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ହେଲେ IAS ବିଶାଲ ଗଗନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଇଏଏସ୍ ଅଧିକାରୀ ବିଶାଲ ଗଗନ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତ ହୋଇଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ତାଙ୍କୁ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତ କରାଯାଇଛି । ସେହିପରି ବୟନ ଏବଂ ହସ୍ତତନ୍ତ ନିର୍ଦ୍ଦେଶକ ଆଇଏଏସ ସୁଶାନ୍ତ କୁମାର ଦାଶଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଛନ୍ତି ।

Breaking News