ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇଏଏସ୍ ଅଧିକାରୀ ବିଶାଲ ଗଗନ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତ ହୋଇଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ତାଙ୍କୁ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତ କରାଯାଇଛି । ସେହିପରି ବୟନ ଏବଂ ହସ୍ତତନ୍ତ ନିର୍ଦ୍ଦେଶକ ଆଇଏଏସ ସୁଶାନ୍ତ କୁମାର ଦାଶଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଛନ୍ତି ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……