ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ବିଷ୍ଣୁଦେଓ ସାଏ ଶପଥ ଗ୍ରହଣ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ ଭାଜପା ରାଜ୍ୟ ସଭାପତି ଅରୁଣ ସାଓ ଏବଂ ବିଜୟ ଶର୍ମା ଶପଥ ଗ୍ରହଣ କରିଛନ୍ତି। ରାୟପୁରର ସାଇନ୍ସ କଲେଜରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଭାଜପାର ଆଞ୍ଚଳିକ ତଥା ଜାତୀୟ ସ୍ତରର ନେତାମାନେ ଉପସ୍ଥିତ ଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ସଭାପତି ଜେ.ପି. ନଡ୍ଡା ଶପଥ ଗ୍ରହଣ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସାଏ ରାଜ୍ୟର ଚତୁର୍ଥ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..