ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିର ନିର୍ବାଚନୀ ଇସ୍ତାହାର ନେଇ ଲୋକଙ୍କ ମତାମତ ଲୋଡିଲେ ଭିକେ ପାଣ୍ଡିଆନ। ସେ ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ଲୋଡ଼ିଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏଥିପାଇଁ ମତାମତ ଲୋଡ଼ିଛନ୍ତି। ପାଣ୍ଡିଆନ କହିଛନ୍ତି, ଏହା ଲୋକଙ୍କ ସରକାର, ମତାମତକୁ ଗୁରୁତ୍ବସହ ମୁଖ୍ୟମନ୍ତ୍ରୀ ଗ୍ରହଣ କରିବେ। ଓଡ଼ିଶାବାସୀ ଯାହା ଚାହିଁବେ, ତାହାକୁ ପ୍ରାଧାନ୍ୟ ଦିଆଯିବ। ସେହି ଅନୁସାରେ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ ହେବ ବୋଲି ପାଣ୍ଡିଆନ କହିଛନ୍ତି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..