ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମିବ। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ୩ ଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..