ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମବଙ୍ଗର ୪ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ହଟାଇବାକୁ ଆଜି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଜିଲ୍ଲାଗୁଡ଼ିକ ହେଲା ପୂର୍ବ ମେଦିନୀପୁର, ଝାରଗ୍ରାମ, ପୂର୍ଣ୍ଣ ବର୍ଦ୍ଧମାନ ଓ ବୀରଭୂମ। ଆୟୋଗ କହିଛନ୍ତି ଯେ ଏହି ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନେ ସିଧାସଳଖ କ୍ୟାଡରରୁ ନୁହଁନ୍ତି ବରଂ ଭାରତୀୟ ପ୍ରଶାସନିକ ସେବା, ଆଇଏଏସକୁ ପଦୋନ୍ନତି ପାଇଥିବାରୁ ସେମାନଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..