ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ଵର ଜନତା ମୈଦାନରେ ଆଜିଠାରୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ନିଜ ପ୍ରତିକ୍ରିୟା ରଖିଛନ୍ତି। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ ଆମେ ଏବେ ବିକଶିତ ଭାରତ ଅଭିମୁଖେ ଗତି କରୁଛେ । କୋଭିଡ୍ ସମୟରେ ଭାରତ ନିଜସ୍ଵ ଟିକା ତିଆରି କରିଥିଲା। ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା। ବହୁ ଯୁଗାନ୍ତକାରୀ ଯୋଜନା ଲୋକଙ୍କ ଜୀବନଧାରଣ ମାନକୁ ବଦଳାଇଛି। ସ୍ଵଚ୍ଛ ଭାରତ, ଆବାସ, ବେଟି ବଚାଅ ବେଟି ପଢାଅ ଏହାର ଉଦାହରଣ।






More Stories
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..
ଶିଶୁ ବାଟିକା ପିଲାଙ୍କୁ ମାଗଣା ପୋଷାକ…..