ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଭାରତର ଏୟାର ଷ୍ଟ୍ରାଇକ୍ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବିବୃତି ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି, ଅତୀତର ଅଭିଜ୍ଞତା ଆଧାରରେ ଆମେ ଜାଣିଥିଲୁ ଯେ, ଭାରତ ନିଶ୍ଚିତ ଭାବରେ କିଛି କରିବ। ଟ୍ରମ୍ପ୍ କହିଛନ୍ତି, ମୁଁ ଓଭାଲ ଦ୍ୱାର ଦେଇ ପ୍ରବେଶ କରିବା ସମୟରେ ଏହି ଏୟାର ଷ୍ଟ୍ରାଇକ୍ ବିଷୟରେ ଶୁଣିଲି। ଅତୀତର କିଛି ଘଟଣା ଉପରେ ଆଧାର କରି ଆମେ ଅନୁମାନ କରୁଥିଲୁ ଯେ, କିଛି ଘଟିବାକୁ ଯାଉଛି। ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବିବାଦରେ ଅଛନ୍ତି। ମୁଁ ଆଶା କରୁଛି ଏହା ଶୀଘ୍ର ଶେଷ ହେବ।






More Stories
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳଙ୍କ ଜନ୍ମବାର୍ଷିକୀ:ଶ୍ରଦ୍ଧାଞ୍ଜଳୀ ଦେଲେ ପିଏମ୍ ମୋଦୀ……
ଭାରତ-ବାଂଲାଦେଶ ତିକ୍ତତା ବୃଦ୍ଧି….
ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ……