ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମାଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି | କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ,କଟକ, ଖୋର୍ଦ୍ଧା, ବାଲେଶ୍ୱରକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..