ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଆଜି ସକାଳୁ କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ହୋଇଛି। ଛତିଶଗଡ଼ ଉପରେ ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ୍ ରହିବା ସମ୍ଭାବନା ରହିଛି। ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..