ରିପୋର୍ଟ କାର୍ଡ / ଭୁବନେଶ୍ୱର
ତାତିରୁ ମିଳିବ ଅଶ୍ଵସ୍ତି | ରବିବାରଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା। କାଳବୈଶାଖୀ ପ୍ରଭାବରେ ତାପମାତ୍ରା କମିବା ସମ୍ଭାବନା ରହିଛି । ୫ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଝଡବର୍ଷା ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ବୌଦ୍ଧ, ମୟୁରଭଞ୍ଜ ଓ ଦେବଗଡ, କଟକ, ଖୋର୍ଦ୍ଧା, ଓ ନୟାଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୭ ଜିଲ୍ଲାକୁ ହିଟ୍ ୱେଭ୍ ସତର୍କତା ସହ ୩ ଜିଲ୍ଲାକୁ ଅସହ୍ୟ ଗରମ ଓ୍ବାର୍ଣ୍ଣିଂ






More Stories
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..
ବଢ଼ିବ ତାତି: ପାରଦ ଟପିବ ୪୩ ଡିଗ୍ରୀ…..
୨୧ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି…..