ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗ୍ରୀଷ୍ମ ପ୍ରଭାହ ତାତିରୁ ମିଳିବ ଅଶ୍ଵସ୍ତି | ଆସନ୍ତା ୨୪ ଘଣ୍ଟାରେ ଘଡି ଘଡି ସହ ବର୍ଷା ସମ୍ଭବନା । ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ୨୪ ଘଣ୍ଟା ପରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ବର୍ଷା ସ୍ଥିତି ଦେଖାଦେବ । ଏଭଳି ମଧ୍ୟମ ଧରଣର ବର୍ଷା ଆସନ୍ତା ୧୮ ଯାଏଁ ଜାରି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।






More Stories
ୟୁଟ୍ୟୁବର ହତ୍ୟା ମାମଲା:୩ ଗିରଫ, ଛୁରୀ ଜବତ…..
ପ୍ରତି ଜିଲ୍ଲାରେ ପୁସ୍ତକ ମେଳା…..
ରାଜଧାନୀରେ ୟୁଟ୍ୟୁବରଙ୍କୁ ହତ୍ୟା……