ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସହ ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।






More Stories
ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର…..
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ……
ସରଣ୍ଡାରେ ଏନ୍କାଉଣ୍ଟର:୫ ଯବାନ ଆହତ…..