ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ପୁରୀ ଏବଂ ଗଞ୍ଜାମରେ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୧ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଏବଂ ଢେଙ୍କାନାଳର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..