Report Card Odisha

| Daily Odia News

ପ୍ରବଳ ବର୍ଷା ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଆସନ୍ତାକାଲି ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। କାରଣ ଏହି ବର୍ଷା ଆସନ୍ତା ସପ୍ତାହେ ଧରି ଲାଗି ରହିବା ସହିତ ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି

Breaking News