Report Card Odisha

| Daily Odia News

୧୧ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା ….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ପବନ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଟ୍ୱିନ୍‌ ସିଟି ସହ ରାଜ୍ୟର ୧୧ ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି ।

Breaking News