Report Card Odisha

| Daily Odia News

୯ ତାରିଖ ଯାଏଁ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆନ୍ଧ୍ର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡିଶାରେ କିଛି ଜିଲ୍ଲା ଲଗାଣ ବର୍ଷାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ରେକର୍ଡ କରାଯାଇଛି। ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି। ଆଜି ମଧ୍ୟ ଦକ୍ଷିଣ ଓଡିଶାରେ ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ଯାଏଁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Breaking News