ରିପୋର୍ଟ କାର୍ଡ / କୋଲକାତା
ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛନ୍ତି । କରୋନା ସଙ୍କଟ ସମୟରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି nia | ଓ୍ବେଷ୍ଟ ବେଙ୍ଗଲ୍ ବୋର୍ଡ ଅଫ ସେକେଣ୍ଡାରି ଏଜୁକେସନ୍ ପକ୍ଷରୁ ସୋମାବର ପ୍ରକଶ ପାଇଥିବା ବିଜ୍ଞପ୍ତି ଅନୁସାରେ କରୋନା ସଂକ୍ରମଣକୁ ନଜରରେ ରଖି ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ପରୀକ୍ଷା ବାତିଲ କରାଯାଇଛି।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..