ରିପୋର୍ଟ କାର୍ଡ / ଭୁବନେଶ୍ୱର
ୱିନର ଆସୋସିଏସନ ଶହୀଦନଗର ଠାରେ ଓଡ଼ିଆ ଜାତୀୟତାର ପ୍ରତୀକ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୪ ତମ ଜୟନ୍ତୀରେ ସଦସ୍ୟ ମାନଙ୍କ ଦ୍ଵାରା ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ | ଓଡ଼ିଆ ଭାଷା, ସାହିତ୍ୟକୁ ସୁଦୁରପ୍ରସାରୀ କରିବା ସହ ଶିଳ୍ପ ସମୃଦ୍ଧ ରାଜ୍ୟ ଗଠନ କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ୱିନର ଆସୋସିଏସନ ସଦସ୍ୟ ଆଲୋଚନା କରିଛନ୍ତି |






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..