ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଶହୀଦନଗର ଠାରେ ଥିବା ୱିନ୍ନର ଆସୋସିଏସନ ପକ୍ଷରୁ ପୁର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୫୮ତମ ଶ୍ରାଦ୍ଧତ୍ସବ ପାଳନ ହୋଇଥିଲା | ଦେଶ ପାଇଁ ନେହେରୁଙ୍କ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ | ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ | ଏହାପରେ ନୀରବ ପ୍ରାର୍ଥନା ସଭା କରାଯାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..