ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ୩୦ଟି କାର୍ଯ୍ୟଦିବସ ଥିବା ବେଳେ ପ୍ରଥମ ଦିନରେ ଅତିରିକ୍ତ ବଜେଟ ଆଣିବେ ମୁଖ୍ୟମନ୍ତ୍ରୀ। ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।ଆମ୍ବଟାକୁଆ ମୃତ୍ୟୁ, ଧାନକିଣା ଅବ୍ୟବସ୍ଥା, ଆଇନଶୃଙ୍ଖଳା ପରିସ୍ଥିତି ବିଗିଡିବା, ଆଦାନୀ ଏବଂ ଗନ୍ଧମାର୍ଦ୍ଦନ ପ୍ରସଙ୍ଗ ଉଠାଇ ସରକାରକୁ ହରଡଘଣାରେ ପକାଇବାକୁ ଯୋଜନା କରିଛନ୍ତି ବିଜେଡି ଓ କଂଗ୍ରେସ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..