Report Card Odisha

| Daily Odia News

୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାସନଭାର ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ରେ ଏହା ଶେଷ ହେବ। ଏହି ସମୟ ମଧ୍ୟରେ ବିଧାନସଭାର ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିବସରେ ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପନ କରାଯିବ। ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବିଜେପି ସରକାରର ଏହା ପ୍ରଥମ ଶୀତକାଳୀନ ଅଧିବେଶନ।

Breaking News