ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗତ ନଭେମ୍ବରର ଆଦିବାସୀ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା। ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତିକୁ ନେଇ ବାଦ ବିବାଦ ପରେ ସ୍ଥଗିତ ରଖାଯାଇଥିଲା । ସୋମବାର ଏହି ପ୍ରସ୍ତାବକୁ ପ୍ରତ୍ୟାହାର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..