ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଗତ ନଭେମ୍ବରର ଆଦିବାସୀ ଅସ୍ଥାବର ସମ୍ପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା। ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତିକୁ ନେଇ ବାଦ ବିବାଦ ପରେ ସ୍ଥଗିତ ରଖାଯାଇଥିଲା । ସୋମବାର ଏହି ପ୍ରସ୍ତାବକୁ ପ୍ରତ୍ୟାହାର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..