ରିପୋର୍ଟ କାର୍ଡ / କଟକ
ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧର ହୋଇଛି। ଆଜି କଟକ ସିଡିଏ ସେକ୍ଟର -୯ ସ୍ଥିତ ଭଡା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ହୋଇଛି । କଟକର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ସେ କାର୍ଯ୍ୟରତ ଥିଲେ । ମୃତ ଅଧ୍ୟାପିକାଙ୍କ ନାମ ଅନନ୍ୟା ଚକ୍ରବର୍ତ୍ତୀ । ତାଙ୍କ ଘର ପଶ୍ଚିମବଙ୍ଗ ବୋଲି ଜଣାପଡିଛି । ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ ।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……