ରିପୋର୍ଟ କାର୍ଡ / କଟକ
କଟକରେ ଶୁକ୍ରବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରୁ ଘର ଭିତରୁ ଜଣେ ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ପ୍ରିୟତମା ଦଳାଇ। ବୋଲି ଜଣାପଡ଼ିଛି। ଖବର ପାଇ ସିଆରଆରଆଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। ପଡ଼ୋଶୀ ସନ୍ତୋଷ ସିଂହା ପ୍ରିୟତମାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ସନ୍ଦେହ କରୁଛି। ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିବା ପୋଲିସ ଜାଣିବାକୁ ପାଇଛି।






More Stories
ନବ ଦାସ ହତ୍ୟା ଘଟଣା:ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ…..
ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ:ବିଜେଡି…..
ଏପ୍ରିଲ ୧ରୁ ରାଜ୍ୟରେ ଏସଆଇଆର…..