ରିପୋର୍ଟ କାର୍ଡ / କନ୍ଧମାଳ
କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନାର ମହିଳା ସବ୍ ଇନ୍ସପେକ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ତାଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି। ମୃତ ମହିଳା ଏସ୍ଆଇ ଜଣଙ୍କ ହେଲେ ସ୍ୱାଗତିକା ବେହେରା। ସେ ସରକାରୀ ଘରେ ଏକୁଟିଆ ରହୁଥିଲେ। ସେ ଦେଢ଼ ବର୍ଷ ହେବ ଜି. ଉଦୟଗିରି ଥାନାରେ ସବ୍ଇନ୍ସପେକ୍ଟର ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ। ସ୍ୱାଗତିକା ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ଅସ୍ପଷ୍ଟ ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..