ରିପୋର୍ଟ କାର୍ଡ / ଭୁବନେଶ୍ୱର
ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଛି । ଗୁରୁଡ଼ିଝାଟିଆ ଥାନା ନିକଟସ୍ଥ ଏକ ଘଞ୍ଚ ଜଙ୍ଗଲ ମଧ୍ୟରୁ ତାଙ୍କର ମୃତଦେହ ମିଳିଛି । ପୂର୍ବରୁ ସେହି ଜଙ୍ଗଲିଆ ରାସ୍ତାରୁ ରାଜଶ୍ରୀଙ୍କ ସ୍କୁଟର ଓ ହେଲମେଣ୍ଟ ମିଳିଥିଲା । ବର୍ତ୍ତମାନ ସେହି ସ୍ଥାନର ୨୦୦ ମିଟର ଦୂରରେ ରାଜଶ୍ରୀ ଗଛରେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତଦେହ ରାଜଶ୍ରୀଙ୍କର ବୋଲି ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..