Report Card Odisha

| Daily Odia News

ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର। ସେମାନଙ୍କ ପାଇଁ ୫ କେଜି ସିଲିଣ୍ଡର କଟକଣା ଲାଗୁ ହେବନି । ସେମାନେ ପରିଚୟପତ୍ର ଦେଖାଇଲେ ତାଙ୍କୁ ୫ କେଜି ଏଲପିଜି ମିଳିବ। ସେହିପରି ଇ-କେଓ୍ବାସି ମାଧ୍ୟମରେ ବିକ୍ରୟ ହେଉଥିବା ୫ କିଲୋଗ୍ରାମ ଘରୋଇ ସିଲିଣ୍ଡର ଉପରେ କୌଣସି କଟକଣା ନାହିଁ । ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି ୫ କେଜି ଗ୍ୟାସ୍ କିଣିପାରିବେ । ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ୫ କେଜି ଗ୍ୟାସ୍ ର ଅବୈଧ ବିକ୍ରି ଉପରେ କଟକଣା ଲାଗିଛି |

Breaking News